OdishaStatenews.com Today : 20-May-2022 18:28:47 PM
୨୪ ଘଣ୍ଟାରେ ଦେଶରେ ୨,୨୫୯ଜଣ କୋଭିଡ୍-୧୯ ଆକ୍ରାନ୍ତ; ୨୦ଜଣ ମୃତ |

ଲସି ପିଇବାର ଲାଭ

March 10, 2022, ଖାଦ୍ୟ ଓ ଭ୍ରମଣ, ,


 ଲସି ପିଇବାର ଲାଭ
OdishaStateNews Bureau
March 10, 2022


ଖରାଦିନରେ କିଛି ସ୍ୱତନ୍ତ୍ର ପାନୀୟ ପିଇବା ନିତ୍ୟାନ୍ତ ଆବଶ୍ୟକ। ଏହାଦ୍ୱାରା ପେଟ ଥଣ୍ଡା ରହିବା ସହ ପେଟ ଜନିତ ବହୁ ସମସ୍ୟା ଦୂର ହୋଇଥାଏ ଖରାଦିନରେ ବିଶେଷ କରି ଦହି ଲସି ଓ ସରବତ ପିଇବା ଖୁବ ଲାଭଦାୟକ। ଜାଣନ୍ତୁ ଏହାର ଉପକାରୀ ଗୁଣ ବିଷୟରେ…..
୧- ଖରାଦିନରେ ଦହି ପିଇବା ଦ୍ୱାରା ପେଟ ଥଣ୍ଡାସହ ପାଚନ ତନ୍ତ୍ରକୁ ସୁସ୍ଥ ରଖିଥାଏ।
୨- ଯେଉଁମାନଙ୍କ ଅନିଦ୍ରା ଜନିତ ସମସ୍ୟା ରହିଛି, ସେମାନେ ଦହି ପିଇବା ଖୁବ ହିତକାରକ।
୩- ଦହିରେ ଉତ୍ତମ ବ୍ୟାକ୍ଟେରିଆ ରହିଥିବାରୁ ଏହା ସ୍ୱାସ୍ଥ୍ୟ ପାଇଁ ଉପକାରୀ ହେବା ସହ ଖାଦ୍ୟ ହଜମ ହେବା ସହ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ସହ ଶରୀରକୁ ଆବଶ୍ୟକ ପରିମାଣରେ ଶକ୍ତି ଯୋଗାଇଥାଏ।
୪- ଯେଉଁମାନଙ୍କ କୋଷ୍ଠକାଠିନ୍ୟ ଜନିତ ସମସ୍ୟା ରହୁଛି, ସେମାନେ ଦହି ସହ ଜୁଆଣୀ ମିଶାଇ ପିଇବା ବେଶ ଲାଭଦାୟକ।
୫- ପେଟ ସଫା ରଖିବା ପାଇଁ ଦହି ସରବତରେ ପୁଦିନାପତ୍ର ମିଶାଇ ପିଅନ୍ତୁ।
୬- ଯେଉଁମାନଙ୍କର ଖାଦ୍ୟ ହଜମ ଜନିତ ସମସ୍ୟା ରହିଛି, ସେମାନେ ନିୟମିତ ଜିରାଗୁଣ୍ଡକୁ ଦହିରେ ମିଶାଇ ପିଅନ୍ତୁ।
୭- ନିୟମିତ ଖରାଦିନରେ ଗୋଟେ ଗ୍ଲାସ ଦହି ସରବତ ପିଇବା ଦ୍ୱାରା ଶରୀରକୁ ଆବଶ୍ୟକ ପରିମାଣରେ ଶକ୍ତି ମିଳିବା ସହ ହାଲିଆ ଅନୁଭବ ହୋଇନଥାଏ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ନଦୀରୁ  ଜଣେମହିଳାଙ୍କ ଶବ ଉଦ୍ଧାର, ଥାନାରେ ଏତଲା।

ନଦୀରୁ ଜଣେମହିଳାଙ୍କ ଶବ ଉଦ୍ଧାର, ଥାନାରେ ଏତଲା।
Read More...

ମା' ଘର ସୁରକ୍ଷା ସେନାର ସାବିତ୍ରୀବାଇ ଫୁଲେଙ୍କ ମହାପରିନିର୍ବାଣ ଦିବସ ପାଳିତ।

ମା' ଘର ସୁରକ୍ଷା ସେନାର ସାବିତ୍ରୀବାଇ ଫୁଲେଙ୍କ ମହାପରିନିର୍ବାଣ ଦିବସ ପାଳିତ।
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ରାସ୍ତାରେ ଘୋଷାରି ହୋଇ ବୁଲୁ ଥିବା ଅସହାୟ ବୃଦ୍ଧଙ୍କ ପରଲୋକ
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell