OdishaStatenews.com Today : 25-Jun-2022 10:06:24 AM
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ | ୨୪ ଘଣ୍ଟାରେ ଦେଶରେ ୨,୨୫୯ଜଣ କୋଭିଡ୍-୧୯ ଆକ୍ରାନ୍ତ; ୨୦ଜଣ ମୃତ |

ବିଜେପିର ଚିଠି ; ବିଧାନସଭାରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରସ୍ତାବ ପାଇଁ

March 28, 2022, ଦେଶ ଦୁନିଆ, ,


ବିଜେପିର ଚିଠି ; ବିଧାନସଭାରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରସ୍ତାବ ପାଇଁ
OdishaStateNews Bureau
March 28, 2022


ଗୃହରେ ସର୍ବସମ୍ମତି କ୍ରମେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରସ୍ତାବ ଆଗତ କରିବା ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଜେପି ବିଧାୟକ । ପ୍ରଧାନମନ୍ତ୍ରୀ ଗିରିବ କଲ୍ୟାଣ ଅନ୍ନ ଯୋଜନା ୬ ମାସ ବୃଦ୍ଧି କରିବା ଯୋଗୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଅର୍ପଣ ପାଇଁ ଅନୁରୋଧ କରିଛି ବିଜେପି । କରୋନା କାଳରେ ଓଡ଼ିଶା ସମେତ ଦେଶର ଅନେକ ଗରିବଙ୍କୁ ମାଗଣାରେ ଖାଦ୍ୟଶସ୍ୟ ଯୋଗାଇଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଏପ୍ରିଲ ୨୦୨୨ରୁ ସେପ୍ଟେମ୍ବର ୨୦୨୨ ପର୍ଯ୍ୟନ୍ତ ୬ ମାସ ବୃଦ୍ଧି କରାଯାଇଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରୁଷ-ୟୁକ୍ରେନ ପ୍ରତିନିଧିଙ୍କ ମଧ୍ୟରେ ଶାନ୍ତି ଆଲୋଚନା

ରୁଷ-ୟୁକ୍ରେନ ପ୍ରତିନିଧିଙ୍କ ମଧ୍ୟରେ ଶାନ୍ତି ଆଲୋଚନା
Read More...

ଗୁପଚୁପର ଉପକାରୀ ଗୁଣ

ଗୁପଚୁପର ଉପକାରୀ ଗୁଣ
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ବାଲିମେଳା ଠାରେ ଆନନ୍ଦ ମାର୍ଗ ସଂସ୍ଥା ତରଫରୁ ଖାଦ୍ୟ ସାମଗ୍ରୀ ବଣ୍ଟନ
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell