OdishaStatenews.com Today : 09-Dec-2022 21:51:35 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

ବନ୍ଧୁକ ଦେଖାଇ ଲୁଟିନେଲେ ୭ ଲକ୍ଷ ଟଙ୍କା

April 04, 2022, ଅପରାଧ, ,


ବନ୍ଧୁକ ଦେଖାଇ ଲୁଟିନେଲେ ୭ ଲକ୍ଷ ଟଙ୍କା
OdishaStateNews Bureau
April 04, 2022


ରାୟଗଡ଼ା:ବନ୍ଧୁକ ମୁନରେ ଲୁଟିନେଲେ ନଗଦ ୭ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର । ଜଣେ ବ୍ୟବସାୟୀଙ୍କ ଠାରୁ ଲୁଟିନେଇଛନ୍ତି ଲୁଟେରା । ମିଳିଥିବା ସୂଚନା ମୁତାବକ ସୁନାର ମୁଲ୍ୟ ପାଖାପାଖି ୫୦ ଲକ୍ଷ ଟଙ୍କ ହେବ ବୋଲି ଅନୁମାନ କରାଯାଉଛି । ରାୟଗଡା ଜିଲ୍ଲା ଓଡ଼ିଶା ଓ ଆନ୍ଧ୍ର ସୀମାନ୍ତ ଜେମାଦେଇପେଣ୍ଠରେ ଘଟିଛି ଏଭଳି ଘଟଣା ।


ସୁନା ବ୍ୟବସାୟୀ ବାଲାଜୀ କାଲି ଟଙ୍କା ଆଦାୟ ପାଇଁ ତାଙ୍କ ସହଯୋଗୀଙ୍କ ସହ ସ୍କୁଟିରେ ଯାଉଥିବା ବେଳେ ପେଟ୍ରୋଲ ପମ୍ପରେ ତେଲ ପକାଇ ଫେରୁଥିଲେ । ସେହି ସମୟରେ ବୁଲେଟରେ ୨ ଜଣ ଦୁର୍ବୁତ୍ତ ମୁଖା ପିନ୍ଧି ଆସି ସ୍କୁଟିକୁ ପ୍ରଥମେ ଧକ୍କା ଦେଇଥିଲେ । ପରେ ବ୍ୟବସାୟୀଙ୍କ ମୁଣ୍ଡରେ ଏକ ବନ୍ଧୁକ ଲଗାଇ ଟଙ୍କା ବ୍ୟାଗ ଓ ସୁନା ଲୁଟି ନେଇଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ୨୬ ମନ୍ତ୍ରୀଙ୍କ ଇସ୍ତଫା ଶ୍ରୀଲଙ୍କା କ୍ୟାବିନେଟରୁ

୨୬ ମନ୍ତ୍ରୀଙ୍କ ଇସ୍ତଫା ଶ୍ରୀଲଙ୍କା କ୍ୟାବିନେଟରୁ
Read More...

ମାନସ ସ୍ୱାଇଁ ହତ୍ୟା ମାମଲା

ମାନସ ସ୍ୱାଇଁ ହତ୍ୟା ମାମଲା
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ଖୋର୍ଦ୍ଧା-ଶଶୂର ଘରେ ବନ୍ଧୁକ ଦେଖାଇ ଜ୍ବାଇଁ ଗିରଫ.
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell