OdishaStatenews.com Today : 09-Dec-2022 20:53:03 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

ରାହୁଲଙ୍କ ପରେ ଇଡି କାର୍ଯ୍ୟାଳୟରେ ଏବେ ସୋନିଆଙ୍କ ପାଳି

July 12, 2022, ରାଜନୀତି, ,


ରାହୁଲଙ୍କ ପରେ ଇଡି କାର୍ଯ୍ୟାଳୟରେ ଏବେ ସୋନିଆଙ୍କ ପାଳି
OdishaStateNews Bureau
July 12, 2022



ଜୁଲାଇ ୧୨: ଗାନ୍ଧୀ ପରିବାର ପଛରେ ଫୁଲ ଦମରେ ଲାଗି ପଡିଛି ଇଡି । ରାହୁଲଙ୍କ ପରେ ଏବେ ସୋନିଆଙ୍କୁ ଜେରା କରିବ ଇଡି । କଂଗ୍ରେସ ଅନ୍ତରୀଣ ସଭାପତି ସୋନିଆ ଗାନ୍ଧୀ ଜୁଲାଇ ୨୧ରେ ନ୍ୟାସନାଲ ହେରାଲï ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡିରେ ହାଜରେ ହେବେ । ଘଟଣାରେ ପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଲଗାତାର ତିନି ଦିନ ପର୍ଯ୍ୟନ୍ତ ଜେରା କରାଯାଇଥିଲା । ପ୍ରଥମ ଦିନ ୧୦ ଘଣ୍ଟାର ମାରାଥନ ଜେରା ପରେ ବି ବାରମ୍ବାର ତାଙ୍କୁ ହାଜର ହେବାକୁ କୁହାଯାଇଥିଲା । ତେବେ ଏଥିପାଇଁ ଦେଶର ସବୁ ଇଡି ଅଫିସରେ କଂଗ୍ରେସ ଦଳର ପ୍ରତିବାଦ, ବିକ୍ଷୋଭ ଦେଖିବାକୁ ମିଳିଥିଲା । ବହୁଚର୍ଚ୍ଚିତ ନ୍ୟାସନାଲ ହେରାଲï ମନି ଲଣ୍ଡ୍ରିଂ ମାମଲାରେ ରାହୁଲ ଙ୍କୁ ଇଡି ସମନ୍‌ ଓ ଜେରାକୁ ନେଇ ହାଇଡ୍ରାମା ଦେଖିବାକୁ ମିଳିଥିଲା । ନ୍ୟାସନାଲ୍‌ ହେରାଲï ଖବରକାଗଜ ସଂସ୍ଥାକୁ ଆସୋସିଏଟେଡ୍‌ ଜର୍ଣ୍ଣାଲ୍ସ ଠାରୁ କିଣିଥିବା କଂପାନୀ ୟଙ୍ଗ୍‌ ଇଣ୍ଡିଆନ୍‌ ଲିମିଟେଡର ବୋର୍ଡ ଅଫ୍‌ ଡିରେକଫର୍ସ ଅଛନ୍ତି ସୋନିଆ ଓ ରାହୁଲ । ତେଣୁ ଏହି ମାମଲାରେ ଉଭୟଙ୍କ ସଂପୃକ୍ତି ସନ୍ଦେହ ଘେରରେ ଥିବାରୁ ସମନ୍‌ ପାଇଁ ଇଡି ଅଫିସରେ ପହଞ୍ଚିଥିଲେ ରାହୁଲ । ଏହା ପରେ ଏବେ ପାଳି ପଡିଛି ସୋନିଆଙ୍କର । ପ୍ରଥମେ ରାହୁଲଙ୍କ ସମନରେ ହେଇଥିବା ଡ୍ରାମା ଏବେ ପୁଣି ହେଉଛି କି ନାହିଁ ତାହା ଦେଖିବାକୁ ବାକି ରହିଲା ।





Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ମୁନିଗୁଡାର ସମସ୍ତଙ୍କ ଜଣାଶୁଣା ଟିଫିନ ଭାଇନା ,ପଟ୍ଟନାୟକ ଆଉ ନାହାନ୍ତି।

ମୁନିଗୁଡାର ସମସ୍ତଙ୍କ ଜଣାଶୁଣା ଟିଫିନ ଭାଇନା ,ପଟ୍ଟନାୟକ ଆଉ ନାହାନ୍ତି।
Read More...

ସ୍କୁଲରେ ତାଲା ପକାଇଲେ ଅଭିଭାବକ

ସ୍କୁଲରେ ତାଲା ପକାଇଲେ ଅଭିଭାବକ
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ବାଇକ ଦୁର୍ଘଟଣା ଜଣେ ମୃତ, ତିନି ଗୁରୁତର l
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell