OdishaStatenews.com Today : 09-Dec-2022 20:42:21 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିଦେଶ ଗସ୍ତରେ ରାହୁଲ

July 13, 2022, ରାଜନୀତି, ,


ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିଦେଶ ଗସ୍ତରେ ରାହୁଲ
OdishaStateNews Bureau
July 13, 2022



କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ବିଦେଶ ଯାତ୍ରା କରିଛନ୍ତି । ତାଙ୍କର ବିଦେଶ ଗସ୍ତ ଏପରି ସମୟରେ ହୋଇଛି ଯେତେ ବେଳେ ମାତ୍ର ଆଉ କିଛିଦିନ ପରେ ଦେଶରେ ରାଷ୍ଟ୍ରପତି ନିର୍ବାଚନ ସାଙ୍ଗକୁ ସଂସଦର ଶୀତକାଳୀ ଅଧିବେଶନ ଆରମ୍ଭ ହେବ । କିନ୍ତୁ ରାହୁଲ ଜୁଲାଇ ୧୮ ପୂର୍ବରୁ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିପାରନ୍ତି ବୋଲି ସମ୍ଭାବନା ରହିଛି । ଦଳ ପକ୍ଷରୁ ରାହୁଲଙ୍କ ଗସ୍ତକୁ ନେଇ କୌଣସି ସ୍ପଷ୍ଟୀକରଣ ଦିଆଯାଇନାହିଁ ଓ ଏହାକୁ ବ୍ୟକ୍ତିଗତ ବୋଲି ଦର୍ଶାଇଛି ।


ତେବେ ଗୁରୁବାର କଂଗ୍ରେସର ହେବାକୁ ଥିବା ‘ଭାରତ ଯୋଡ଼ ଯାତ୍ରା’ରେ ରାହୁଲ ଯୋଗଦେଇ ପାରିବେ ନାହିଁ । ଏହି ବୈଠକରେ ସମସ୍ତ ମହାସଚିବ, ପ୍ରଭାରୀ ଓ ପ୍ରଦେଶ ଅଧ୍ୟକ୍ଷ ସାମିଲ ହେବେ ବୋଲି ସୂଚନା ରହିଛି ।





Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
୧୭ରେ ସର୍ବଦଳୀୟ ବୈଠକ ଡକାଇଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ

୧୭ରେ ସର୍ବଦଳୀୟ ବୈଠକ ଡକାଇଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ
Read More...

ଜୁଲାଇ ୧୫ ରେ କୃତୀ ଛାତ୍ର ଛାତ୍ରୀ କୁଂ ସମ୍ବର୍ଦ୍ଧନା

ଜୁଲାଇ ୧୫ ରେ କୃତୀ ଛାତ୍ର ଛାତ୍ରୀ କୁଂ ସମ୍ବର୍ଦ୍ଧନା
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ଅସ୍ତ୍ର ଛାଡି ମୁଖ୍ୟ ସ୍ରୋତରେ ସମିଲି ହେଲେ ନକ୍ସଲ
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell