OdishaStatenews.com Today : 03-Feb-2023 21:20:14 PM
ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାୟଗଡ଼ା ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ କିଶୋର ଚନ୍ଦ୍ର ନାୟକ, ୧୧ ଲକ୍ଷ ୩୪ ହଜାର ୫୬୦ ଟଙ୍କା ଜବତ | ଅରୁଣାଚଳ ପ୍ରଦେଶରେ ଭାରତ-ଚୀନ ସୈନ୍ୟ ସଂଘର୍ଷ, ଚୀନ ପକ୍ଷର ଅଧିକ ସୈନ୍ୟ ଆହତ | ବାରିପଦା: ବାରିପଦାର ପିଆରଏମ୍ ମେଡିକାଲରେ କାର୍ଯ୍ୟରତ ଜଣେ ଡାକ୍ତରଙ୍କ ନାଆଁରେ ଅସଦାଚରଣ ଅଭିଯୋଗ | ସମ୍ବଲପୁର: ସମ୍ବଲପୁରରେ ଓକିଲଙ୍କ ଆନ୍ଦୋଳନ ଘଟଣାରେ ଏଯାଏ ୧୪ ଆଇନଜୀବୀ ଗିରଫ | ଭୁବନେଶ୍ବର: ଘନ କୁହୁଡ଼ି ପାଇଁ ଭୁବନେଶ୍ବର ବିମାନବନ୍ଦରରେ ବିମାନ ଚଳାଚଳ ବାଧାପ୍ରାପ୍ତ | ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। |

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ।

November 22, 2022, ଓଡ଼ିଶା, ଗଞ୍ଜାମ,


ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ।
BHAGABAN PADHY
[ Beguniapoda block REPORTER ]
OdishaStateNews Bureau
November 22, 2022



ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ। ଗଞ୍ଜାମ ଜିଲ୍ଲା କୋଦଳା ତହସିଲରେ କାର୍ଯ୍ୟରତ ରାଜସ୍ବ ସହାୟକ ସଞ୍ଜୟ କୁମାର ସେଠୀ ଭିଜିଲାନ୍ସ କବ୍ଜାରେ। କୋଦଳା ତହସିଲ ଅନ୍ତର୍ଗତ ବି ନୂଆ ଗାଁର ଦଣ୍ଡପାଣି ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଘରବାରି ପଟା କରାଇଦେବା ନାମରେ ୬ ହଜାର ଟଙ୍କା ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ତାଙ୍କୁ ମାଡି ବସିଛି। ପୂର୍ବରୁ ଏନେଇ ଭିଜିଲାନ୍ସ ନିକଟରେ ଦଣ୍ଡପାଣି ଅଭିଯୋଗ କରିବା ପରେ ଯୋଜନା ମୁତାବକ ସଞ୍ଜୟଙ୍କୁ କୋଦଳା କକା ହୋଟେଲ୍ ଠାରେ ଟକାଂ ଦେବାକୁ ଡାକିଥିଲେ ଅଭିଯୋଗକାରୀ ଦଣ୍ଡପାଣି। ୬ ହଜାର ଟଙ୍କା ସହ ବାଦାମ୍ ଓ ମୁଗ ନେଉଥିବା ବେଳେ ଭିଜିଲାନ୍ସ ଧରିଥିଲା। ଏହାପରେ ସଞ୍ଜୟଙ୍କୁ ତହସିଲ କାର୍ଯ୍ଯାଳୟକୁ ଆଣି ତନାଘନା କରିବା ପରେ ବ୍ରହ୍ମପୁର ଭିଜିଲାନ୍ସ କାର୍ଯ୍ୟାଳୟକୁ ନିଆଯାଇଛି।


ଗଞ୍ଜାମ ରୁ ଭଗବାନ ପାଢ଼ୀ ଙ୍କ ରିପୋଟ




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଲକ୍ଷ୍ମଣ ନାୟକ ଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ପାଳିତ

ଲକ୍ଷ୍ମଣ ନାୟକ ଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ପାଳିତ
Read More...

ଖାଆନ୍ତୁ କାଜୁ ଶୀତଦିନରେ

ଖାଆନ୍ତୁ କାଜୁ ଶୀତଦିନରେ
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ବିରିପଟା ମହାବିଦ୍ୟାଳୟ ରେ ସ୍ଵାବ୍ ଟେଷ୍ଟ ଶିବିର ଅନୁଷ୍ଠିତ ।
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell