OdishaStatenews.com Today : 09-Dec-2022 20:44:17 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

ଯାତ୍ରା’ରେ ରାହୁଲ୍‌ଙ୍କ ସହିତ ଯୋଗ ଦେଲେ ପ୍ରିୟଙ୍କା

November 24, 2022, ଦେଶ ଦୁନିଆ, ,


ଯାତ୍ରା’ରେ ରାହୁଲ୍‌ଙ୍କ ସହିତ ଯୋଗ ଦେଲେ ପ୍ରିୟଙ୍କା
OdishaStateNews Bureau
November 24, 2022



ଯାତ୍ରା’ ମଧ୍ୟପ୍ରଦେଶ ଦେଇ ଯାଉଥିବା ବେଳେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ତାଙ୍କ ସ୍ବାମୀ ରବର୍ଟ ଭଦ୍ରା ଓ ପୁଅ ରେହାନ୍‌ ରାହୁଲ୍‌ ଗାନ୍ଧୀଙ୍କ ସହିତ ଯୋ‌ଗ ଦେଇଛନ୍ତି।


ଉତ୍ତର ପ୍ରଦେଶ କଂଗ୍ରେସର ସାଧାରଣ ସମ୍ପାଦିକ ଦାୟିତ୍ବରେ ଥିବା ପ୍ରିୟାଙ୍କା ପ୍ରଥମ ଥର ପାଇଁ ‘ଭାରତ ଯୋଡ଼ୋ ଯାତ୍ରା’ରେ ସାମିଲ ହୋଇଛନ୍ତି।ବୁଧବାର ଦିନ ମଧ୍ୟପ୍ରଦେଶରେ ପ୍ରବେଶ କରିଥିବା ଏହି ଯାତ୍ରା ୩୮୦ କିଲୋମିଟର୍‌ ଅତିକ୍ରମ କରି ରାଜସ୍ଥାନରେ ପହଞ୍ଚିବ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଇଡିରେ ହାଜର ହେଲେ ଗାଡ଼ି ସୋରୁମର ମାଲିକ

ଇଡିରେ ହାଜର ହେଲେ ଗାଡ଼ି ସୋରୁମର ମାଲିକ
Read More...

ବାପାକୁ ପିଟିପିଟି ମାରିଦେଲେ ପୁଅଝିଅ ଓ ସ୍ତ୍ରୀ

ବାପାକୁ ପିଟିପିଟି ମାରିଦେଲେ ପୁଅଝିଅ ଓ ସ୍ତ୍ରୀ
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ଯୌନ ନିର୍ଯାତନା ମାମଲା : ଜେଲ ଗଲେ ଅଧକ୍ଷ
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell