OdishaStatenews.com Today : 09-Dec-2022 21:16:42 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

କୋଭିଡ୍‌-୧୯ ସଂକ୍ରମଣ; ୫ ମୃତ୍ୟୁ

November 24, 2022, ଦେଶ ଦୁନିଆ, ,


କୋଭିଡ୍‌-୧୯ ସଂକ୍ରମଣ; ୫ ମୃତ୍ୟୁ
OdishaStateNews Bureau
November 24, 2022




କୋଭିଡ୍‌-୧୯ ସଂକ୍ରମଣ ହ୍ରାସ ପାଇ ୪୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସାଢ଼େ ୬୦ ହଜାର ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।


କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୬୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।ଗତ ୨୪ ଘଣ୍ଟାରେ ହୋଇଥିବା ୫ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୮୬ରେ ପହଞ୍ଚିଛି।


ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୩,୪୩୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଶ୍ରୀରାମଚନ୍ଦ୍ର ମେଡିକାଲ୍‌ ସେଣ୍ଟର୍‌ରେ ଭର୍ତ୍ତି ହେଲେ ଅଭିନେତା କମଲ୍‌ ହାସନ୍‌

ଶ୍ରୀରାମଚନ୍ଦ୍ର ମେଡିକାଲ୍‌ ସେଣ୍ଟର୍‌ରେ ଭର୍ତ୍ତି ହେଲେ ଅଭିନେତା କମଲ୍‌ ହାସନ୍‌
Read More...

ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ୫ ଶହ ପାର୍‌, ୮୯% ଆକ୍ରାନ୍ତ ରାଉରକେଲାର

ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ୫ ଶହ ପାର୍‌, ୮୯% ଆକ୍ରାନ୍ତ ରାଉରକେଲାର
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ଜିଲ୍ଲା ସଭାପତିଙ୍କ କାର୍ଯ୍ୟକୁ ନେଇ  ଅସନ୍ତୁଷ୍ଟ ଥିବା କୈଳାଶ କଂଗ୍ରେସରୁ ଇସ୍ତଫା ଦେଲେ
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell