OdishaStatenews.com Today : 09-Dec-2022 20:29:51 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

ଶ୍ରୀରାମଚନ୍ଦ୍ର ମେଡିକାଲ୍‌ ସେଣ୍ଟର୍‌ରେ ଭର୍ତ୍ତି ହେଲେ ଅଭିନେତା କମଲ୍‌ ହାସନ୍‌

November 24, 2022, ଦେଶ ଦୁନିଆ, ,


ଶ୍ରୀରାମଚନ୍ଦ୍ର ମେଡିକାଲ୍‌ ସେଣ୍ଟର୍‌ରେ ଭର୍ତ୍ତି ହେଲେ ଅଭିନେତା କମଲ୍‌ ହାସନ୍‌
OdishaStateNews Bureau
November 24, 2022



ସୂଚନା ଅନୁସାରେ, ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ନିମନ୍ତେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ଜ୍ବରରେ ପୀଡ଼ିତ ଥିବାରୁ ତାଙ୍କୁ ଔଷଧ ଦିଆଯାଇଛି। ଦୁଇ ଦିନ ସମ୍ପୂର୍ଣ୍ଣ ବିଶ୍ରାମ ନେବା ପାଇଁ ଡାକ୍ତରମାନେ ତାଙ୍କୁ ପରାମର୍ଶ ଦେଇଛନ୍ତି। ଆଜି ତାଙ୍କୁ ଡାକ୍ତରଖାନାରୁ ‘ଡିସ୍‌ଚର୍ଜ’ କରାଯିବ।କଟରେ ସେ ତାଙ୍କ ଗୁରୁ ତଥା ପ୍ରଖ୍ୟାତ ନିର୍ଦେଶକ କେ. ବିଶ୍ବନାଥଙ୍କୁ ହାଇଦ୍ରାବାଦରେ ଭେଟିଥିଲେ। ଦୁହିଁଙ୍କର ଫଟୋ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହେଉଛି।ତେଣୁ, ଚିକିତ୍ସା ନିମନ୍ତେ ତାଙ୍କୁ ଉପରୋକ୍ତ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଗୋଟାଏ ଡାକ୍ତରୀ ଦଳ ତାଙ୍କର ତତ୍ତ୍ବାବଧାନ କରୁଛନ୍ତି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଶୀତକାଳୀନ ଅଧିବେଶନ ଆରମ୍ଭ:

ଶୀତକାଳୀନ ଅଧିବେଶନ ଆରମ୍ଭ:
Read More...

କୋଭିଡ୍‌-୧୯ ସଂକ୍ରମଣ; ୫ ମୃତ୍ୟୁ

କୋଭିଡ୍‌-୧୯ ସଂକ୍ରମଣ; ୫ ମୃତ୍ୟୁ
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ଜୁଆ ଆଡ୍ଡ଼ା ଉପରେ ଚଢ଼ାଉ, ୬ ଗିରଫ, ୧୨,୨୩୦ ଟଙ୍କା ଓ ୮ ବାଇକ ଜବତ ।
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell