OdishaStatenews.com Today : 09-Dec-2022 22:29:38 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

ଶୀତକାଳୀନ ଅଧିବେଶନ ଆରମ୍ଭ:

November 24, 2022, ଦେଶ ଦୁନିଆ, ,


ଶୀତକାଳୀନ ଅଧିବେଶନ ଆରମ୍ଭ:
OdishaStateNews Bureau
November 24, 2022



ଗୃହରେ ଦିବଙ୍ଗତ ସଦସ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପାଇଁ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ଏହାପରେ ଗୃହକୁ ଅପରାହ୍ଣ ୫ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆସନ୍ତାକାଲି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ। ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। ଡିସେମ୍ବର ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ। ଏହି ଅଧିବେଶନରେ କୋଭିଡ୍‌ କଟକଣା ଉଠାଇ ଦିଆଯାଇଛି। କୋଭିଡ୍‌ ପୂର୍ବରୁ ଯେପରି ଗୃହ କାର୍ଯ୍ୟ ଚାଲୁଥିଲା, ଏବେ ସେହିପରି ଚାଲିବ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଶଗଡ଼ରେ ଯାଉଥିଲେ ଚାଷୀ ଦମ୍ପତି: ଚାପି ଦେଲା ଟ୍ରକ୍

ଶଗଡ଼ରେ ଯାଉଥିଲେ ଚାଷୀ ଦମ୍ପତି: ଚାପି ଦେଲା ଟ୍ରକ୍
Read More...

ଶ୍ରୀରାମଚନ୍ଦ୍ର ମେଡିକାଲ୍‌ ସେଣ୍ଟର୍‌ରେ ଭର୍ତ୍ତି ହେଲେ ଅଭିନେତା କମଲ୍‌ ହାସନ୍‌

ଶ୍ରୀରାମଚନ୍ଦ୍ର ମେଡିକାଲ୍‌ ସେଣ୍ଟର୍‌ରେ ଭର୍ତ୍ତି ହେଲେ ଅଭିନେତା କମଲ୍‌ ହାସନ୍‌
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ସୀମାରେ ଚୀନ ଓ ଭାରତ ବଳ କଷାକଷି
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell