OdishaStatenews.com Today : 09-Dec-2022 22:52:24 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

ଜାଣନ୍ତୁ ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳଙ୍କ ବିଷୟରେ

November 24, 2022, ଦେଶ ଦୁନିଆ, ,


ଜାଣନ୍ତୁ ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳଙ୍କ ବିଷୟରେ
OdishaStateNews Bureau
November 24, 2022



କିନ୍ତୁ ବାସ୍ତବରେ ସେ ଜଣେ କେରଳର କୋଟ୍ଟାୟମ ବାସିନ୍ଦା। ଆଉ ସେ ହେଉଛନ୍ତି ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳ ସି ଭି ଆନନ୍ଦ ବୋଷ।ସେ ଜଣେ କେରଳି ହୋଇଥିଲେ ହେଁ ତାଙ୍କ ଟାଇଟଲ୍‌ ବୋଷ କେମିତି ହେଲା ତାର ରୋଚକ କାହାଣୀ କହିଛନ୍ତି। ସେ କୋଲକାତାରେ ଦୀର୍ଘ ସମୟ ଧରି ବ୍ୟାଙ୍କ ଅଫିସର ଭାବେ କାମ କରିଛନ୍ତି।୪୫ ପୁସ୍ତକର ରଚୟିତା ଏବଂ ୩୫୦ ପୁସ୍ତକର ପ୍ରକାଶକ, ଆବାସ ବିଶେଷଜ୍ଞ, ବିଶ୍ଵ ବିଦ୍ୟାଳୟର ପୂର୍ବତନ କୁଳପତି, କେରଳର ପୂର୍ବତନ ମୁଖ୍ୟ ସଚିବ ଆଦି ପଦରେ କାମ କରିବାର ଢେର ଅଭିଜ୍ଞତା ରହିଛି। ସେ ମେଘାଳୟ ସରକାରଙ୍କ ପରାମର୍ଶଦାତା ଭାବେ ବି କାମ କରିଛନ୍ତି।କାରଣ ୨୦୨୨ରେ ସ୍ଵଳ୍ପ ମୂଲ୍ୟରେ ଜନତାଙ୍କୁ ବାସଭବନ ଯୋଗାଇ ଦେବାରେ ଭାରତ ସରକାରଙ୍କ ଯୋଜନାର ସଫଳ ରୂପାୟନ ପଛରେ ବୋଷଙ୍କ ହାତ ରହିଛି। ବୋଷ ସେହି କାର୍ଯ୍ୟକାରୀ ସମୂହର ଅଂଶ ଥିଲେ, ଯେଉଁମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଇଁ ବିକାଶମୂଳକ ଏଜେଣ୍ଡା ପ୍ରସ୍ତୁତ କରୁଥିଲେ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
୧୩ଲକ୍ଷ ଲୁଟିବା ପରେ ବେପାରୀଙ୍କୁ ପଚାରିଲେ ଦୁର୍ବୃତ୍ତ

୧୩ଲକ୍ଷ ଲୁଟିବା ପରେ ବେପାରୀଙ୍କୁ ପଚାରିଲେ ଦୁର୍ବୃତ୍ତ
Read More...

ସମୁଦ୍ରରେ ପଡ଼ି ଯାଇଥିଲା ଆଇଫୋନ୍:

ସମୁଦ୍ରରେ ପଡ଼ି ଯାଇଥିଲା ଆଇଫୋନ୍:
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ସରପଞ୍ଚମାନଙ୍କ  ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell