OdishaStatenews.com Today : 26-Nov-2020 20:58:23 PM
୩୭ ଦଫା ଦାବିରେ ଦେଶବ୍ୟାପୀ ବନ୍ଦ ଡ଼ାକରା… | ଜଗାକୁ ଛାଡ଼ି ଚାଲିଗଲା କାଳିଆ, SCBରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ | ଖୋର୍ଦ୍ଧା ମେଡିକାଲର କାନ୍ଥ ଭାଙ୍ଗିଲେ ୧୮ଟିକିଆ ହାତୀପଲ | ମାଡ଼ି ଆସୁଛି ବାତ୍ୟା ନିଭାର ! ଉପକୂଳରେ ୩୦ ପ୍ଲାଟୁନ୍‌ NDRF, ସରକାରଙ୍କ ଛୁଟି ଘୋଷଣା | ରାଜରାସ୍ତାକୁ ଓହ୍ଲାଇବ ଶ୍ରମିକ ସଙ୍ଗଠନ, ହାତ ବଢାଇଲା କଂଗ୍ରେସ, ବିଜେପି କରିବ ସମ୍ୱିଧାନ ବଞ୍ଚାଅ କାର୍ଯ୍ୟକ୍ରମ… | ପାର୍ବଣ ଋତୁ ଆସିଲାଣି ଏହା କରୋନା ସଂକ୍ରମଣକୁ ରୋକିବା ପାଇଁ ଏକ କଠିନ ସମୟ, ଆମେ ଅଧିକ ସତର୍କ ରହିବା । ମାସ୍କ ପିନ୍ଧିବା,ଶାରୀରିକ ଦୂରତା ରଖିବା ଏବଂ ବାରମ୍ବାର ହାତ ଧୋଇବା-ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ସରକାର । |

କୋହଲା ପାଗ ଆଉ ଦୁଇ ଦିନ ୨୨ରୁ ବଢ଼ିବ ତାତି l

March 20, 2019, କାହାଣୀ, ,


କୋହଲା ପାଗ ଆଉ ଦୁଇ ଦିନ  ୨୨ରୁ ବଢ଼ିବ ତାତି  l
OdishaStateNews Bureau
March 20, 2019

କିଛି ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ରହିବା ସହିତ କାଳବୈଶାଖୀ ହେଉଛି। ତେବେ ଏ ଅବସ୍ଥା ଆଉ ଦୁଇ ଦିନ ରହିବ। ତା’ପର ଠାରୁ ତାତି ବଢ଼ିବ।


ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ ୨୨ ତାରିଖଠାରୁ ରାଜ୍ୟରେ ତାପମାତ୍ର ବଢ଼ିବ। କିଛି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ବି ରହିବ।


ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଭଳି କିଛି ଜିଲ୍ଲାରେ ଝଡ଼ବର୍ଷା ହୋଇପାରେ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
କୋଟପାଡ଼ ରାଜନୀତି ଅଙ୍କକଷା

କୋଟପାଡ଼ ରାଜନୀତି ଅଙ୍କକଷା
Read More...

ଆଜି ପଖାଳ ଦିବସ l

ଆଜି ପଖାଳ ଦିବସ l
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ଛଅ ଦିନରେ ତିନି ଦେଶ ଯାତ୍ରାରେ ପ୍ରଧାନମନ୍ତ୍ରୀଙ୍କ ପହଁଚିଲେ ଲଣ୍ଡନ, କମନଓେଲ୍ଥ ସମିତରେ ଭାଗ ନେବେ ।
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell