OdishaStatenews.com Today : 28-Oct-2020 01:49:55 AM
ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ଚାଲିଛି ପ୍ରଚାର। କାହା ମୁଣ୍ଡରେ ହାତୀ ଢାଳିବ ସୁନା କଳଶ, କିଏ ହେବ ସଦର ଭୋଟରଙ୍କ ପ୍ରତିନିଧି… | ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବ ବ୍ୟାପକ ବୈଷୟିକ ବିଦ୍ୟାର ପ୍ରୟୋଗ : ମୁଖ୍ୟମନ୍ତ୍ରୀ | ସାରୁଅ ପରେ ଭୁବନେଶ୍ୱର: ରାଜଧାନୀର ଛାତି ଉପରେ OTV ମାଡ଼ି ବସିଛି ୧୨ ହଜାର ବର୍ଗଫୁଟରୁ ଅଧିକ ଜାଗା | ଶ୍ରୀମନ୍ଦିର ୮ ଦ୍ଵାର ରୁପା ଛାଉଣି ନେଇ ବୈଠକ ଶେଷ, ବର୍ମା ଟିକରେ ସ୍ଥାପନ ହେବ ରୁପା ଚାଦର | ଏଣିକି ବଦଳିଲା ଗ୍ୟାସ୍ ସିଲିଣ୍ଡରର ହୋମ୍ ଡେଲିଭରୀ ସମ୍ୱନ୍ଧିତ ଆଇନ, | ପାର୍ବଣ ଋତୁ ଆସିଲାଣି ଏହା କରୋନା ସଂକ୍ରମଣକୁ ରୋକିବା ପାଇଁ ଏକ କଠିନ ସମୟ, ଆମେ ଅଧିକ ସତର୍କ ରହିବା । ମାସ୍କ ପିନ୍ଧିବା,ଶାରୀରିକ ଦୂରତା ରଖିବା ଏବଂ ବାରମ୍ବାର ହାତ ଧୋଇବା-ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ସରକାର । |

ନୟାଗଡ଼ ରେ ପୁଣି ବଧୂ ହତ୍ୟା

September 21, 2020, ଅପରାଧ, ନୟାଗଡ଼,


ନୟାଗଡ଼ ରେ ପୁଣି ବଧୂ ହତ୍ୟା
Laxmidhar Sahoo
[ BLOCK REPORTER Nuagaon Nayagarh ]
OdishaStateNews Bureau
September 21, 2020

ନୟାଗଡ଼-21/09/2020 (ଓଡିଶା ଷ୍ଟେଟ ନ୍ୟୁଜ ବ୍ୟୁରୋ) ନୟାଗଡ଼ ସଦର ଥାନା ଅନ୍ତର୍ଗତ ଲକ୍ଷ୍ମୀପ୍ରସାଦ ପଂଚାୟତ ବାରବାଟି ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହ ଜନକ ଭାବରେ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ ଏହି ଗ୍ରାମର ଜିତେନ୍ଦ୍ର ବିଶ୍ୱାଳଙ୍କ ପତ୍ନୀ ଶିବାନୀ ବିଶ୍ୱାଳ(୨୪) । ଗତକାଲି ଶିବାନୀ ଖାଇବା ସାରି ଘରେ ଶୋଇଥିବା ବେଳେ ଆଜି ସକାଳୁ ସେ ଉଠିନଥିଲେ । ଫଳରେ ଶିବାନୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଖବରପାଇ ସଦରଥାନା ପୁଲିସ ଘଟଣାସ୍ଥଳରେ ସଦଳବଳେ ପହଁଚି ଶିବାନୀଙ୍କ ଶବକୁ ଜବତ କରିଥିଲେ ଶିବାନୀଙ୍କ ପରିବାର ଲୋକେ ମଧ୍ୟ ଆସି ପହଁଚି ଥିଲେ । ପରିବାର ପକ୍ଷରୁ ଶିବାନୀଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବା ପାଇଁ ଲିଖିତ ଏତଲା ଦେବା ପରେ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି । ଅନ୍ୟପକ୍ଷେ, ପୁଲିସ ପ୍ରଥମେ ଶିବାନୀଙ୍କ ସ୍ବାମୀ ଜିତେନ୍ଦ୍ରଙ୍କୁ ଆଣି ଥାନାରେ ଅଟକ ରଖି ପଚରାଉଚରା କରୁଛି |




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବିବାହ ବେଦିରେ ପୁଲିସ୍

ବିବାହ ବେଦିରେ ପୁଲିସ୍
Read More...

5 ଲିଟର ଦେଶୀ ମଦ ଜବତ

5 ଲିଟର ଦେଶୀ ମଦ ଜବତ
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ବିଜେଡି ପ୍ରାର୍ଥୀ ତାଲିକା ଘୋଷଣା l
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell