OdishaStatenews.com Today : 28-Oct-2020 02:00:33 AM
ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ଚାଲିଛି ପ୍ରଚାର। କାହା ମୁଣ୍ଡରେ ହାତୀ ଢାଳିବ ସୁନା କଳଶ, କିଏ ହେବ ସଦର ଭୋଟରଙ୍କ ପ୍ରତିନିଧି… | ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବ ବ୍ୟାପକ ବୈଷୟିକ ବିଦ୍ୟାର ପ୍ରୟୋଗ : ମୁଖ୍ୟମନ୍ତ୍ରୀ | ସାରୁଅ ପରେ ଭୁବନେଶ୍ୱର: ରାଜଧାନୀର ଛାତି ଉପରେ OTV ମାଡ଼ି ବସିଛି ୧୨ ହଜାର ବର୍ଗଫୁଟରୁ ଅଧିକ ଜାଗା | ଶ୍ରୀମନ୍ଦିର ୮ ଦ୍ଵାର ରୁପା ଛାଉଣି ନେଇ ବୈଠକ ଶେଷ, ବର୍ମା ଟିକରେ ସ୍ଥାପନ ହେବ ରୁପା ଚାଦର | ଏଣିକି ବଦଳିଲା ଗ୍ୟାସ୍ ସିଲିଣ୍ଡରର ହୋମ୍ ଡେଲିଭରୀ ସମ୍ୱନ୍ଧିତ ଆଇନ, | ପାର୍ବଣ ଋତୁ ଆସିଲାଣି ଏହା କରୋନା ସଂକ୍ରମଣକୁ ରୋକିବା ପାଇଁ ଏକ କଠିନ ସମୟ, ଆମେ ଅଧିକ ସତର୍କ ରହିବା । ମାସ୍କ ପିନ୍ଧିବା,ଶାରୀରିକ ଦୂରତା ରଖିବା ଏବଂ ବାରମ୍ବାର ହାତ ଧୋଇବା-ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ସରକାର । |

ଭାରସାମ୍ୟ ହରାଇ ଜମିରେ ଓଲଟି ଲା ଟ୍ରକ

October 17, 2020, ଓଡ଼ିଶା, ବଲାଙ୍ଗୀର,


ଭାରସାମ୍ୟ ହରାଇ ଜମିରେ ଓଲଟି ଲା ଟ୍ରକ
AMARENDRA NANDA
[ BLOCK REPORTER BANGOMUNDA BALANGIR ]
OdishaStateNews Bureau
October 17, 2020

ବଙ୍ଗୋମୁଣ୍ଡା-17/10/2020(ଓଡିଶା ଷ୍ଟେଟ ନ୍ୟୁଜ ବ୍ୟୁର)ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଶୁଣ୍ଢୀମୁଣ୍ଡା ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ଲା ଟ୍ରକ l ଘଟଣା ସ୍ଥଳରେ ସିନ୍ଧେକେଲା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି l ସୂଚନା ମୁତାବିକ, ଗତକାଲି ରାତିରେ ଟ୍ରକଟି ଭାରସାମ୍ୟ ହରାଇ ଓଲଟିପଡ଼ିଥିବା ସୂଚନା ମିଳିଛି l




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ କୋଟପାଡ଼ ରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ କୋଟପାଡ଼ ରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ।
Read More...

ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ ୩୦ ୟୁନିଟ ରକ୍ତ ସଂଗ୍ରହ

ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ ୩୦ ୟୁନିଟ ରକ୍ତ ସଂଗ୍ରହ
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ବିଜୁ ଜନତା ଦଳ ମହିଳା ସମାବେଶ , ଜୟପୁର
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell