OdishaStatenews.com Today : 21-Jan-2021 16:48:18 PM
ନିର୍ମାଣାଧୀନ ପୋଲର ରାତ୍ର ଜଗୁଆଳିଙ୍କ ଆକସ୍ମିକ ମୃତ୍ୟୁ | ପ୍ରଥମ କରି ୫୦, ୦୦୦-ମାର୍କ ଅତିକ୍ରମ କଲା ସେନ୍‌ସେକ୍ସ୍‍ | ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୩,୮୨୩ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ଗତକାଲି ଠାରୁ ସଂକ୍ରମଣ ହାର ୩୭.୩% ଅଧିକ | ବିଜେପିରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀଙ୍କ ବିଶ୍ବସ୍ତ ଆଇଏଏସ ଅଧିକାରୀ, ମିଳିପାରେ ବଡ଼ ଦାୟିତ୍ବ | ସିବିଆଇ ତଦନ୍ତ ଦାବି କରି ସୁପ୍ରିମକୋର୍ଟ ଗଲେ ପରୀର ମା’ |

ଆରପାରିରେ କଂଗ୍ରେସ ନେତା ଅହମ୍ମଦ ପଟେଲ, ମାସେ ପୂର୍ବରୁ ହୋଇଥିଲେ କରୋନା ରେ ସଂକ୍ରମିତ

November 25, 2020, ଦେଶ ଦୁନିଆ, ,


ଆରପାରିରେ କଂଗ୍ରେସ ନେତା ଅହମ୍ମଦ ପଟେଲ, ମାସେ ପୂର୍ବରୁ ହୋଇଥିଲେ କରୋନା ରେ ସଂକ୍ରମିତ

[ ]
OdishaStateNews Bureau
November 25, 2020

ନୂଆଦିଲ୍ଲୀ-25/11/2020(ଓଡିଶା ଷ୍ଟେଟ ନ୍ୟୁଜ ବ୍ୟୁରୋ) ଆଉ ନାହାନ୍ତି କଂଗ୍ରେସର ଚାଣକ୍ୟ । ୭୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ କଂଗ୍ରେସର ବରିଷ୍ଠ ନେତା ଅହମ୍ମଦ ପଟେଲ । ଭୋର ପ୍ରାୟ ୩ଟା ୩୦ରେ ଅହମ୍ମଦ ପଟେଲଙ୍କ ପରଲୋକ ହୋଇଛି । ଏସଂପର୍କରେ ତାଙ୍କ ପୁଅ ଫୈଜଲ ପଟେଲ୍ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ପ୍ରାୟ ମାସେ ତଳେ କରୋନାରେ ସଂକ୍ରମିତ ହୋଇଥିଲେ ଅହମ୍ମଦ ପଟେଲ୍ । ଏହାପରଠୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରେ ଲାଗିଥିଲା । ତାଙ୍କର ଏକାଧିକ ଅଙ୍ଗପ୍ରତ୍ୟଙ୍ଗ ଅଚଳ ହୋଇପଡିଥିଲା ।ଗୁରୁଗ୍ରାମର ମେଦାନ୍ତ ହସପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ତେବେ ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ୫ ଥର ରାଜ୍ୟସଭାରୁ ଓ ୩ଥର ଲୋକସଭାରୁ ନିର୍ବାଚିତ ହୋଇଥିଲେ । ୨୦୦୪ ଓ ୨୦୦୯ରେ କଂଗ୍ରେସର ବିଜୟରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ୨୦୧୮ ଅଗଷ୍ଟ ମାସରେ ତାଙ୍କୁ କଂଗ୍ରେସର କୋଷାଧ୍ୟକ୍ଷ ନିଯୁକ୍ତ କରାଯାଇଥିଲା ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ

କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
Read More...

ଜାଣନ୍ତୁ ଆଜି କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଏହି ବୁଧବାର

ଜାଣନ୍ତୁ ଆଜି କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଏହି ବୁଧବାର
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ଆତଙ୍କବାଦୀଙ୍କ ହିଟ୍ ଲିଷ୍ଟରେ ମୋଦୀ, ଶାହା ଓ କୋହଲିଙ୍କ ସହ ଅନ୍ୟ ନେତା
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell