OdishaStatenews.com Today : 21-Jan-2021 16:37:15 PM
ନିର୍ମାଣାଧୀନ ପୋଲର ରାତ୍ର ଜଗୁଆଳିଙ୍କ ଆକସ୍ମିକ ମୃତ୍ୟୁ | ପ୍ରଥମ କରି ୫୦, ୦୦୦-ମାର୍କ ଅତିକ୍ରମ କଲା ସେନ୍‌ସେକ୍ସ୍‍ | ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୩,୮୨୩ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ଗତକାଲି ଠାରୁ ସଂକ୍ରମଣ ହାର ୩୭.୩% ଅଧିକ | ବିଜେପିରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀଙ୍କ ବିଶ୍ବସ୍ତ ଆଇଏଏସ ଅଧିକାରୀ, ମିଳିପାରେ ବଡ଼ ଦାୟିତ୍ବ | ସିବିଆଇ ତଦନ୍ତ ଦାବି କରି ସୁପ୍ରିମକୋର୍ଟ ଗଲେ ପରୀର ମା’ |

ଜିଲ୍ଲାପାଳ ଅଧ୍ୟକ୍ଷତା ରେ ଜିଲାସ୍ତରୀୟ ମାସିକ ରାଜସ୍ବ ସମୀକ୍ଷା ବୈଠକ ଅନୁଷ୍ଠିତ |

January 13, 2021, ଓଡ଼ିଶା, ନବରଙ୍ଗପୁର,


ଜିଲ୍ଲାପାଳ ଅଧ୍ୟକ୍ଷତା ରେ ଜିଲାସ୍ତରୀୟ ମାସିକ ରାଜସ୍ବ ସମୀକ୍ଷା ବୈଠକ ଅନୁଷ୍ଠିତ |
MIHIR SANKAR PATRA
[ DISTRICT REPORTER NABARANGPUR ]
OdishaStateNews Bureau
January 13, 2021

ନବରଙ୍ଗପୁର: ନବରଙ୍ଗପୁର ସ୍ଥିତ ମିଶନଶକ୍ତି ସଭାଗୃହ ଠାରେ ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଆଜି ଜିଲାସ୍ତରୀୟ ମାସିକ ରାଜସ୍ବ ବୈଠକ ଅନୁଷ୍ଠିତ ହୋଇଯାଇଛି |


ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ର ଅଧ୍ୟକ୍ଷତା ରେ ଆୟୋଜିତ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକରେ ରେ ଅତିରିକ୍ତ ଜିଲ୍ଲାପାଳ ନିମାଇ ଚରଣ ସୁତାର, ଉପ ଜିଲ୍ଲାପାଳ, ଭାସ୍କର ରୋଇତ , ଡେପୁଟି ଜିଲ୍ଲାପାଳ, ମୌସୁମୀ ନାୟକ ସମେତ ନବରଙ୍ଗପୁର ଜିଲ୍ଲାର 10 ଗୋଟି ତହସିଲର ତହସିଲଦାର ଏବଂ ଅନ୍ୟାନ୍ୟ କର୍ମୀ ଙ୍କ ସହ ବିସ୍ତୃତ ଭାବରେ ଆଲୋଚନା କରିବା ସହ ଆସନ୍ତା 2020/21 ଫେବୃଆରୀ ଠାରୁ ମାର୍ଚ୍ଚ ମାସ ସୁଦ୍ଧା ଶତପ୍ରତିଶତ ରାଜସ୍ବ ଆଦାୟ କରିବା ପାଇଁ ଜିଲ୍ଲାପାଳ ତହସିଲଦାର ମାନଙ୍କୁ ନିର୍ଦେଶ ଦେବାସହ ସମସ୍ତ ସୌରାତ ମାମଲା ଗୁଡିକର ଶୀଘ୍ର ଫଇସଲା କରି ରାଜସ୍ବ ଆଦାୟ କରିବାକୁ କହିଥିଲେ । online e-pauti ମାଧ୍ୟମରେ ସତ ପ୍ରତିଶତ ରାଜସ୍ୱ ଆଦାୟ କରିବା ପାଇଁ ତହସିଲଦାର ମାନଙ୍କୁ ପରାମର୍ଶ ଦେଇଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କ ପରଲୋକ

ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କ ପରଲୋକ
Read More...

ତାଳଚେର ମେଡିକାଲ୍ କଲେଜକୁ ସରକାରୀ ପରିଚାଳନାରେ କାର୍ଯ୍ୟକାରୀ ଦାବୀରେ ଆନ୍ଦୋଳନକୁ ସମର୍ଥନ।

ତାଳଚେର ମେଡିକାଲ୍ କଲେଜକୁ ସରକାରୀ ପରିଚାଳନାରେ କାର୍ଯ୍ୟକାରୀ ଦାବୀରେ ଆନ୍ଦୋଳନକୁ ସମର୍ଥନ।
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ଆବାସ ଗୃହ କାର୍ଯ୍ୟଦେଶ ବଣ୍ଟନ
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell