OdishaStatenews.com Today : 21-Jan-2021 15:45:51 PM
ନିର୍ମାଣାଧୀନ ପୋଲର ରାତ୍ର ଜଗୁଆଳିଙ୍କ ଆକସ୍ମିକ ମୃତ୍ୟୁ | ପ୍ରଥମ କରି ୫୦, ୦୦୦-ମାର୍କ ଅତିକ୍ରମ କଲା ସେନ୍‌ସେକ୍ସ୍‍ | ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୩,୮୨୩ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ଗତକାଲି ଠାରୁ ସଂକ୍ରମଣ ହାର ୩୭.୩% ଅଧିକ | ବିଜେପିରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀଙ୍କ ବିଶ୍ବସ୍ତ ଆଇଏଏସ ଅଧିକାରୀ, ମିଳିପାରେ ବଡ଼ ଦାୟିତ୍ବ | ସିବିଆଇ ତଦନ୍ତ ଦାବି କରି ସୁପ୍ରିମକୋର୍ଟ ଗଲେ ପରୀର ମା’ |

ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କ ପରଲୋକ

January 13, 2021, ଓଡ଼ିଶା, ଜଗତସିଂହପୁର,


ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କ ପରଲୋକ
`Subrat Ku Parija
[ Block Reporter Kujanga Jagatsinghpur ]
OdishaStateNews Bureau
January 13, 2021

ସେ କଟକ ବକ୍ସିବଜାରରେ ନିଜେ ଗୋଟିଏ ସ୍କୁଲ କରି ବସ୍ତି ପିଲାଙ୍କୁ ପାଠ ପଢାଉଥିଲେ । ସେ ଏକ ଚା ଦୋକାନ ମଧ୍ୟ କରିଥିଲେ । ଚା ଦୋକାନର ଲାଭ ଅର୍ଥରେ ସେ ଗରିବ ଲୋକଙ୍କ ସେବା କରୁଥିଲେ । ସେ ରକ୍ତଦାନ କରିବାରେ ରେକର୍ଡ କରିଥିଲେ । ତାଙ୍କ ଦେହାନ୍ତ ଏକ ଅପୂରଣୀୟ କ୍ଷତି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
କୋଟପାଡ଼ର ବିଭିନ୍ନ ୱାର୍ଡ଼ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆ ନ

କୋଟପାଡ଼ର ବିଭିନ୍ନ ୱାର୍ଡ଼ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆ ନ
Read More...

ଜିଲ୍ଲାପାଳ ଅଧ୍ୟକ୍ଷତା ରେ ଜିଲାସ୍ତରୀୟ ମାସିକ ରାଜସ୍ବ ସମୀକ୍ଷା ବୈଠକ ଅନୁଷ୍ଠିତ |

ଜିଲ୍ଲାପାଳ ଅଧ୍ୟକ୍ଷତା ରେ ଜିଲାସ୍ତରୀୟ ମାସିକ ରାଜସ୍ବ ସମୀକ୍ଷା ବୈଠକ ଅନୁଷ୍ଠିତ |
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ବ୍ୟାୟାମର ସକାରାତ୍ମକ ପ୍ରଭାବ
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell