OdishaStatenews.com Today : 21-Jan-2021 17:07:23 PM
ନିର୍ମାଣାଧୀନ ପୋଲର ରାତ୍ର ଜଗୁଆଳିଙ୍କ ଆକସ୍ମିକ ମୃତ୍ୟୁ | ପ୍ରଥମ କରି ୫୦, ୦୦୦-ମାର୍କ ଅତିକ୍ରମ କଲା ସେନ୍‌ସେକ୍ସ୍‍ | ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୩,୮୨୩ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ଗତକାଲି ଠାରୁ ସଂକ୍ରମଣ ହାର ୩୭.୩% ଅଧିକ | ବିଜେପିରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀଙ୍କ ବିଶ୍ବସ୍ତ ଆଇଏଏସ ଅଧିକାରୀ, ମିଳିପାରେ ବଡ଼ ଦାୟିତ୍ବ | ସିବିଆଇ ତଦନ୍ତ ଦାବି କରି ସୁପ୍ରିମକୋର୍ଟ ଗଲେ ପରୀର ମା’ |

କୋଟପାଡ଼ର ବିଭିନ୍ନ ୱାର୍ଡ଼ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆ ନ

January 13, 2021, ଓଡ଼ିଶା, କୋରାପୁଟ,


କୋଟପାଡ଼ର ବିଭିନ୍ନ ୱାର୍ଡ଼ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆ ନ
BIDYUTLATA BAKSHI
[ BLOCK REPORTER KOTPAD KORAPUT KORAPUT ]
OdishaStateNews Bureau
January 13, 2021

ଆଜି ମାନ୍ୟବର ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆ ନ କୋଟପାଡ଼ ଏନ୍ ଏ ସି ଅନ୍ତର୍ଗତ ବିଭିନ୍ନ ୱାର୍ଡ଼ କୁ ଯାଇ ସମସ୍ତ ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।ପାନୀୟ ଜଳ,ବିଦ୍ୟୁତ୍,ଆବାସ ଗୃହ,ଜମି ପଟ୍ଟା,ଓ ରାସ୍ତାଘାଟ ଉପରେ ସମସ୍ୟା ସମ୍ପର୍କରେ ଆଲୋଚନା କରିବା ସାଥେ ସାଥେ ଏହି ସମସ୍ୟାର ସମାଧାନ କିପରି ଶିଘ୍ର ହୋଇପାରିବ ସେ ବିଷୟରେ କୋଟପାଡ଼ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଆଲୋକ ରଞ୍ଜନ ସାମନ୍ତରାୟ ଙ୍କୁ ପରାମର୍ଶ ଦେଇଥିଲେ।ଆଜିର ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବିଜେଡ଼ି ନେତା ସୁଶାନ୍ତ ବକ୍ସି,ଅରିଫ୍ ପଟେଲ,ସୁଧୀର ମହାନ୍ତି,ବିଦ୍ୟୁତ୍ ଲତା ବକ୍ସି,ତପନ ପଟ୍ଟନାୟକ, ଵିଜି ମାଦଳା ପ୍ରମୁଖ ଯୋଗଦେଇଥିଲେ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସଡକ ଦୁର୍ଘଟଣାରେ ଜଣେ ମୃତ ଓ ତିନି ଜଣ ଗୁରୁତର

ସଡକ ଦୁର୍ଘଟଣାରେ ଜଣେ ମୃତ ଓ ତିନି ଜଣ ଗୁରୁତର
Read More...

ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କ ପରଲୋକ

ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କ ପରଲୋକ
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ରଙ୍ଗେଇଲୁଣ୍ଡା ବ୍ଲକର ୩୨ଗାଁ ରେ କରୋନା ଅକ୍ରାନ୍ତ
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell