Tuesday, August 23, 2022
Homeଖୋଡ଼ାସିଂ ଠାରେ ସତ୍ୟଭାମା ରେଷ୍ଟ୍ରୁରାଣ୍ଟ ର ଶୁଭ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା

ଖୋଡ଼ାସିଂ ଠାରେ ସତ୍ୟଭାମା ରେଷ୍ଟ୍ରୁରାଣ୍ଟ ର ଶୁଭ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା

    ବ୍ରହ୍ମପୁର 24.8.23    ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଖଲ୍ଲିକୋଟ ର ବିଧାୟିକା ଶ୍ରୀମତୀ ସୂର୍ଯ୍ୟମଣି ବୈଦ୍ୟ,ବ୍ରହ୍ମପୁର ବିଧାୟକ ଶ୍ରୀଯୁକ୍ତ ବିକ୍ରମ ପଣ୍ଡା,ଛତ୍ରପୁର ବିଧାୟକ ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ବେହେରା,ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସ,ଶ୍ରୀଯୁକ୍ତ ରାମ ଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗ ଦେଇ ଶୁଭ ଉଦ୍ଘାଟନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବହୁ ମନ୍ୟଗଣ ବ୍ୟକ୍ତି ଉପସ୍ଥିତ ରହିଥିଲେ।  ଏହି କାର୍ଯ୍ୟକ୍ରମ କୁ ରେଷ୍ଟ୍ରୁରାଣ୍ଟ ର ଓନର୍ ଶ୍ରୀ ପି. ରୋହିତ କୁମାର ପୃଷ୍ଟି ,ଏବଂ ସମସ୍ତ ସଦସ୍ୟ ମାନେ ସୁଚାରୁ ରୂପେ ପରିଚାଳନା କରିଥିଲେ।

Leave a comment

If you have an account your address will be used to display your profile picture.

- Advertisement -
Ads Image 8
error: Content is protected !!