ଗଂଜାମ ଜିଲ୍ଲା ପୋଲସରା ବ୍ଲକ୍ ଓଁ ଶାନ୍ତି ବ୍ରହ୍ମାକୁମାରୀସ୍ ଶିବସନ୍ଦେଶୀ ଭବନ ଠାରେ ପବିତ୍ର ରକ୍ଷା ବନ୍ଧନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ଓଁ ଶାନ୍ତି ପରିବାର ର ସଦସ୍ୟ ସଦସ୍ୟା ମାନେ ଉପସ୍ଥିତ ଥିଲେ। ତା - ୨୯/୦୮/୨୦୨୩