ଗଂଜାମ ଜିଲ୍ଲା ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ମା' ଶାଙ୍କୁଳେଇ ପୀଠ କଲ୍ୟାଣ ମଣ୍ଡପ ଠାରେ ପୋଚାଲୁଣ୍ଡି ଗ୍ରାମ ପଞ୍ଚାୟତ ର ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି।