Tuesday, August 23, 2022
Homeରାଜିବ ଗାନ୍ଧୀ ସେବା କେନ୍ଦ୍ର ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ

ରାଜିବ ଗାନ୍ଧୀ ସେବା କେନ୍ଦ୍ର ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ

ଗଂଜାମ ଜିଲ୍ଲା, ବୁଗୁଡ଼ା ବ୍ଲକ୍ ରାଜିବ ଗାନ୍ଧୀ ସେବା କେନ୍ଦ୍ର ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ମଧୁବାବୁ ପେନସନ୍ ଓ ଦିବ୍ୟାଙ୍ଗ ଙ୍କ ନିମନ୍ତେ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ବୃଦ୍ଧ,ବୃଦ୍ଧା,ବିଧବା ମହିଳା ମାନଙ୍କୁ ଭତ୍ତା ଓ ଭିନ୍ନକ୍ଷମ ମାନଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରିଛନ୍ତି। ବୁଗୁଡ଼ା ବ୍ଲକ୍ ଅଧ୍ୟକ୍ଷ,ଉପାଧ୍ୟକ୍ଷ,BDO , ସରକାରୀ କର୍ମଚାରୀ ଓ ଜନ ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

Leave a comment

If you have an account your address will be used to display your profile picture.

- Advertisement -
Ads Image 8
error: Content is protected !!