ପୋଲସରା ବ୍ଲକ୍ ଅନ୍ତର୍ଗତ କେନ୍ଦୁବାଡ଼ି ଓ କଣଛାଇ ଗ୍ରାମ ପଞ୍ଚାୟତ ଠାରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଜନ ସମ୍ପର୍କ ପଦଯାତ୍ରା ରେ ଯୋଗ ଦେବା ସହ ଗ୍ରାମର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଗ୍ରାମବାସୀ ଙ୍କ ସହ ଆଲୋଚନା କରିଛନ୍ତି।ଜନ ପ୍ରତିନିଧି ଓ ବିଜୁ ଜନତା ଦଳର ବରିଷ୍ଠ କର୍ମୀ ମାନେ ଉପସ୍ଥିତ ଥିଲେ।