ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ " ସୁରଭି " ଓଡ଼ିଶା ମିଲେଟସ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସୁରଭି କାର୍ଯ୍ୟକ୍ରମ କୁ ଉଦଘାଟନ କରିଛନ୍ତି।