ଗଂଜାମ ଜିଲ୍ଲା , ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ସୁନାକେରା ଗ୍ରାମର ସିମାଞ୍ଚଳ ଜେନା (ବୟସ - ୪୦) ସୁରାଟ ଠାରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ସମୟରେ ଆକସ୍ମିକ ମୃତ୍ୟୁ ବରଣ କରିଛନ୍ତି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି