ବ୍ରହ୍ମପୁର 21.7.2023,ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମେୟର ଶ୍ରୀମତୀ ସଂଘମିତ୍ରା ଦଳେଇ,ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିକ୍ରମ ପଣ୍ଡା, ଡେପୁଟି ମେୟର ଶ୍ରୀଯୁକ୍ତ ବିବେକ ରେଡ୍ଡୀ,କମିଶନର, ଓ ସମସ୍ତ ୱାର୍ଡର କର୍ପୋରେଟର ସଦସ୍ୟା ଗଣ ଉପସ୍ଥିତି ରେ ହିତାଧିକାରୀ ମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ଜ୍ୟୋତି ରଞ୍ଜନ ଗୌଡ଼ ଙ୍କ ରିପୋର୍ଟ ବ୍ରହ୍ମପୁର।